Biblia Todo Logo
Bib sou entènèt

- Piblisite -




ଏଜ୍ରା 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି ସାବଧାନ, ଏହି ବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ସାବଧାନ, ଏବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ?

Gade chapit la Kopi

ଓଡିଆ ବାଇବେଲ

22 ପୁଣି ସାବଧାନ, ଏବିଷୟରେ ତୁମ୍ଭେମାନେ ହେଳା ନ କର; ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ ?”

Gade chapit la Kopi

ପବିତ୍ର ବାଇବଲ

22 ସାବଧାନ୍, ତୁମ୍ଭେମାନେ ଏ ବିଷୟରେ ହେଳା କର ନାହିଁ। ରାଜାମାନଙ୍କ କ୍ଷତି ନିମନ୍ତେ କାହିଁକି ଅନିଷ୍ଟ ବୃଦ୍ଧି ପାଇବ।

Gade chapit la Kopi




ଏଜ୍ରା 4:22
7 Referans Kwoze  

ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ୱ ବା ଶୁଳ୍କ ଦେବେ ନାହିଁ, ପୁଣି ଶେଷରେ ତାହା ରାଜାଗଣର କ୍ଷତିକର ହେବ।


ଏଣୁ ଆମ୍ଭଠାରୁ ଆଜ୍ଞା ପ୍ରଚାରିତ ନ ହେବା ପର୍ଯ୍ୟନ୍ତ ସେହି ନଗର ଯେପରି ନିର୍ମିତ ନ ହେବ, ଏଥିପାଇଁ ଏବେ ତୁମ୍ଭେମାନେ ସେହି ଲୋକମାନଙ୍କୁ କର୍ମରୁ ନିବୃତ୍ତ ହେବାକୁ ଆଜ୍ଞା କର।


ତହିଁରେ ରହୂମ୍‍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍‍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ।


ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ।


ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା।


Swiv nou:

Piblisite


Piblisite