ଏଜ୍ରା 4:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ରହୂମ୍ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତହିଁରେ ରହୂମର ଓ ଲେଖକ ଶିମ୍ଶୟର ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ଅନୁଲିପି ପଢ଼ାଯାʼନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ଵାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ। Gade chapit laଓଡିଆ ବାଇବେଲ23 ତହିଁରେ ରହୂମ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍ଶୟ ଓ ସେମାନଙ୍କ ସଙ୍ଗୀ ଲୋକଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ପ୍ରତିଲିପି ପଢ଼ାଯାଆନ୍ତେ, ସେମାନେ ଶୀଘ୍ର ଯିରୂଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତା ଦ୍ୱାରା ସେମାନଙ୍କୁ କର୍ମରୁ ନିବୃତ୍ତ କଲେ। Gade chapit laପବିତ୍ର ବାଇବଲ23 ତହିଁରେ ରହୂମର ଓ ଲେଖକ ଶିମ୍ଶୟର ଓ ସେମାନଙ୍କ ସଙ୍ଗୀମାନଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ଅନୁଲିପି ପଢ଼ାଯା’ନ୍ତେ ସେମାନେ ଶୀଘ୍ର ଯିରୁଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତାଦ୍ୱାରା ସେମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କଲେ। Gade chapit la |