ଏଜ୍ରା 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ସରୁବ୍ବାବିଲ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶ-ପ୍ରଧାନମାନେ ସେମାନଙ୍କୁ କହିଲେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟରାଜ କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା। Gade chapit laଓଡିଆ ବାଇବେଲ3 ମାତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶର ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ; ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମାଣ କରିବା।” Gade chapit laପବିତ୍ର ବାଇବଲ3 ମାତ୍ର ସରୁବ୍ବାବିଲ ଓ ଯେଶୂୟ ଓ ଇସ୍ରାଏଲର ଅନ୍ୟ ପିତୃବଂଶ ପ୍ରଧାନମାନେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରିବା ବିଷୟରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସମ୍ପର୍କ ନାହିଁ। ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ୟ ରାଜା କୋରସ୍ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭେମାନେ ଆପେ ଏକତ୍ରିତ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରୁଅଛୁ।” Gade chapit la |
ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।