Biblia Todo Logo
Bib sou entènèt

- Piblisite -




ଏଜ୍ରା 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍‍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ-ରାଜ କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ-ରାଜ ଦାରୀୟାବସର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ପ୍ରତିକୂଳରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍‍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

5 ସେମାନଙ୍କ ଅଭିପ୍ରାୟ ଦୁର୍ବଳ କରିବା ପାଇଁ ପାରସ୍ୟ ରାଜା କୋରସର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରିୟାବସର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ପ୍ରତିକୂଳରେ ମନ୍ତ୍ରଣାକାରିମାନଙ୍କୁ ବେତନ ଦେଇ ରଖିଲେ।

Gade chapit la Kopi




ଏଜ୍ରା 4:5
9 Referans Kwoze  

ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।


ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ।


ତହୁଁ ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର କାର୍ଯ୍ୟ ବନ୍ଦ ହେଲା। ପୁଣି, ପାରସ୍ୟ ରାଜା ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।


ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।


ତହିଁରେ ଦେଶସ୍ଥ ଲୋକମାନେ ଯିହୁଦାର ଲୋକମାନଙ୍କ ହସ୍ତ ଦୁର୍ବଳ କରିବାକୁ ଓ ନିର୍ମାଣ କାର୍ଯ୍ୟରେ ସେମାନଙ୍କୁ କ୍ଳେଶ ଦେବାକୁ ଲାଗିଲେ,


ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।


ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।


Swiv nou:

Piblisite


Piblisite