ଏଜ୍ରା 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ପରମେଶ୍ଵରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ। Gade chapit laଓଡିଆ ବାଇବେଲ11 ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ‘ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ। Gade chapit laପବିତ୍ର ବାଇବଲ11 ସେମାନେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ, “ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ଆମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା। ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ। Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”