Biblia Todo Logo
Bib sou entènèt

- Piblisite -




ଏଜ୍ରା 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ବାବିଲର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍‍ ରାଜା ଆଜ୍ଞା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ବାବିଲର ରାଜା କୋରସ୍ଙ୍କ ଅଧିକାରର ପ୍ରଥମ ବର୍ଷରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ।

Gade chapit la Kopi

ଓଡିଆ ବାଇବେଲ

13 ମାତ୍ର ବାବିଲର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍‍ ରାଜା ଆଜ୍ଞା କଲେ।’

Gade chapit la Kopi

ପବିତ୍ର ବାଇବଲ

13 ବାବିଲର ରାଜା କୋରସଙ୍କର ଅଧିକାରର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ପାଇଁ କୋରସର ରାଜା ଆଜ୍ଞା କଲେ।

Gade chapit la Kopi




ଏଜ୍ରା 5:13
5 Referans Kwoze  

ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”


ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।


ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”


Swiv nou:

Piblisite


Piblisite