Biblia Todo Logo
Bib sou entènèt

- Piblisite -




ଏଜ୍ରା 5:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍‍ ରାଜା ଯିରୂଶାଲମରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ଡାର ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୂଶାଲମରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ତାର-ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

17 ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍‍ ରାଜା ଯିରୂଶାଲମରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ଡାର ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

17 ଏଣୁ ଯେବେ ମହାରାଜାଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୁଶାଲମରେ ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ ତାହା ବାବିଲସ୍ଥ ମହାରାଜାଙ୍କ ଭଣ୍ତାର ଗୃହରେ ଅନୁସନ୍ଧାନ କରନ୍ତୁ। ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।

Gade chapit la Kopi




ଏଜ୍ରା 5:17
4 Referans Kwoze  

ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବକାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।


ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।


ପୁଣି, ଆମ୍ଭ ଆଜ୍ଞାରେ ଅନୁସନ୍ଧାନ କରାଯାଆନ୍ତେ, ଦେଖାଯାଇଅଛି ଯେ, ପୂର୍ବକାଳରେ ଏହି ନଗର ରାଜାଗଣ ବିରୁଦ୍ଧରେ ଦ୍ରୋହ କରିଅଛି ଓ ତହିଁ ମଧ୍ୟରେ ରାଜଦ୍ରୋହ ଓ ଗଣ୍ଡଗୋଳ କରାଯାଇଅଛି।


Swiv nou:

Piblisite


Piblisite