ଏଜ୍ରା 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?” Gade chapit laପବିତ୍ର ବାଇବଲ (Re-edited) - (BSI)3 ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା? Gade chapit laଓଡିଆ ବାଇବେଲ3 ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା ?” Gade chapit laପବିତ୍ର ବାଇବଲ3 ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଗ୍ଭରିଲେ, “ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା।” Gade chapit la |