ଏଜ୍ରା 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ଵରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନୋହିବା ଓ ପତ୍ର ଦ୍ଵାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ। Gade chapit laଓଡିଆ ବାଇବେଲ5 ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ। Gade chapit laପବିତ୍ର ବାଇବଲ5 ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରିୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ଓ ପତ୍ରଦ୍ୱାରା ସେହି ବିଷୟରେ ଉତ୍ତର ନଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କଲେ ନାହିଁ। Gade chapit la |
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।