ଏଜ୍ରା 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)8 ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ଵରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯନିରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି। Gade chapit laଓଡିଆ ବାଇବେଲ8 ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।’ Gade chapit laପବିତ୍ର ବାଇବଲ8 ଆମ୍ଭେମାନେ ରାଜାଙ୍କୁ ଏହା ଜଣାଇବାକୁ ଗ୍ଭହୁଁ ଯେ, “ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ମନ୍ଦିରକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି। ଆଉ ଏହି କାର୍ଯ୍ୟ ଯତ୍ନ ସହକାରେ ଗ୍ଭଲୁଅଛି ଓ ସେମାନଙ୍କ ହସ୍ତରେ ଏହା ସଫଳ ହେଉ ଅଛି। ଏହା ମଧ୍ୟ ଶୀଘ୍ର ସରିବ। Gade chapit la |