Biblia Todo Logo
Bib sou entènèt

- Piblisite -




ଏଜ୍ରା 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି ମୁଁ ଆଜ୍ଞା କରୁଅଛି କି, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।

Gade chapit la Kopi

ଓଡିଆ ବାଇବେଲ

11 “ଆହୁରି ମୁଁ ଆଜ୍ଞା କରୁଅଛି ଯେ , ‘ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।

Gade chapit la Kopi

ପବିତ୍ର ବାଇବଲ

11 ମୁଁ ଆହୁରି ଆଜ୍ଞା କରୁଅଛି କି ଯେକେହି ସେହି ବାକ୍ୟ ଅନ୍ୟଥା କରିବ ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଠରେ ସେ ବନ୍ଧା ହୋଇ ଟଙ୍ଗାଯିବ। ପୁଣି ତା’ ଲାଗି ତା'ର ଗୃହ ଖତରାଶି କରାଯାଉ। ‌

Gade chapit la Kopi




ଏଜ୍ରା 6:11
7 Referans Kwoze  

ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”


ରାଜା କଲ୍‍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।


ଆଉ, ଯେକେହି ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ରାଜ-ବ୍ୟବସ୍ଥା ପାଳିବାକୁ ଅସମ୍ମତ ହେବ, ସେହି ଦୋଷ ପ୍ରାଣଦଣ୍ଡର କି ନିର୍ବାସନର କି ଅର୍ଥଦଣ୍ଡର କି କାରାଦଣ୍ଡର ଯୋଗ୍ୟ ହେଉ ପଛେ, ଯତ୍ନପୂର୍ବକ ତାହାର ଶାସନ କରାଯିବ।”


ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍‍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।”


ଆଉ ବାଲ୍‍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍‍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।


ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍‍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍‍ ବୋଲି ଲୋକେ କହିବେ ନାହିଁ।’”


Swiv nou:

Piblisite


Piblisite