ଏଜ୍ରା 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ। ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଉ, ଯେ ଯେ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ଵନାମ-ସ୍ଥାପନକାରୀ ପରମେଶ୍ଵର ଉଚ୍ଛିନ୍ନ କରନ୍ତୁ। ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯନିପୂର୍ବକ କରାଯାଉ। Gade chapit laଓଡିଆ ବାଇବେଲ12 ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ।’ ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।” Gade chapit laପବିତ୍ର ବାଇବଲ12 ଆଉ ଯେଉଁ ରାଜାମାନେ ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୁଶାଲମସ୍ଥ ଏହି ମନ୍ଦିର ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟକୁ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେ ସମସ୍ତଙ୍କୁ ଯିରୁଶାଲମରେ ସୁନାମ ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରିବେ। ମୁଁ ଦାରିୟାବସ୍ ଏହି ଆଜ୍ଞା ଦେଇଅଛି, ଏହା ଅତି ଯତ୍ନପୂର୍ବକ କରାଯାଉ। Gade chapit la |