ଏଜ୍ରା 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀଗଣ ଅତି ଯନିପୂର୍ବକ ତଦନୁସାରେ କର୍ମ କଲେ। Gade chapit laଓଡିଆ ବାଇବେଲ13 ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ। Gade chapit laପବିତ୍ର ବାଇବଲ13 ତହିଁରେ ଦାରିୟାବସ୍ ରାଜା ଏହି ଆଜ୍ଞା ପଠାଇବାରୁ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀଗଣ ଅତି ଯତ୍ନପୂର୍ବକ କର୍ମମାନ କଲେ। Gade chapit la |