ଏଜ୍ରା 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥି ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ଵର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ଵରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ। Gade chapit laଓଡିଆ ବାଇବେଲ16 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ଉତ୍ସବ ପାଳନ କଲେ। Gade chapit laପବିତ୍ର ବାଇବଲ16 ଏହା ପରେ ଇସ୍ରାଏଲର ଲୋକମାନେ, ଯାଜକମାନେ, ଲେବୀୟମାନେ ଓ ନିର୍ବାସିତର ଅବଶିଷ୍ଟ ଲୋକମାନେ ଆନନ୍ଦରେ ପରମେଶ୍ୱରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆନନ୍ଦର ସହିତ ପାଳନ କଲେ। Gade chapit la |