ଏଜ୍ରା 6:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି, ପରମେଶ୍ଵରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ। Gade chapit laଓଡିଆ ବାଇବେଲ17 ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ17 ପୁଣି ପରମେଶ୍ୱରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ସମୟରେ ସେମାନେ 100 ବୃଷ, 200 ଅଣ୍ତିରା ମେଷ, 400 ମେଷଶାବକ ଉତ୍ସର୍ଗ କଲେ। ଏବଂ ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟା ଅନୁସାରେ ବାର ଗୋଟି ଛାଗ ଉତ୍ସର୍ଗ କଲେ। Gade chapit la |