Biblia Todo Logo
Bib sou entènèt

- Piblisite -




ଏଜ୍ରା 6:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ଵରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

18 ସେମାନେ ମୋଶାଙ୍କ ପୁସ୍ତକର ଲିଖନ ପ୍ରମାଣେ ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରର ସେବା ପାଇଁ ଯାଜକମାନଙ୍କୁ ସେମାନଙ୍କର ଦଳ ଅନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ଦଳ ଅନୁସାରେ ନିଯୁକ୍ତ କଲେ।

Gade chapit la Kopi




ଏଜ୍ରା 6:18
10 Referans Kwoze  

“ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।


ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମର।


ଆଉ ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,


ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍‍।


ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍‍‍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।


ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।


ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ।


Swiv nou:

Piblisite


Piblisite