Biblia Todo Logo
Bib sou entènèt

- Piblisite -




ଏଜ୍ରା 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ନଳାକାର ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ନଳାକାର ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

2 ଏବଂ ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ଦୁର୍ଗରେ ଏକ ପୁସ୍ତକ ମିଳିଲା। ଏକ ଇତିହାସ ଏଥିରେ ଲେଖା ଯାଇଥିଲା।

Gade chapit la Kopi




ଏଜ୍ରା 6:2
3 Referans Kwoze  

ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।


ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, “ହେ ଈଶ୍ବର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।”


ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍‍ ରାଜା ଯିରୂଶାଲମରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ଡାର ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।”


Swiv nou:

Piblisite


Piblisite