ଏଜ୍ରା 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ଵର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣା-ମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ। Gade chapit laଓଡିଆ ବାଇବେଲ20 କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ। Gade chapit laପବିତ୍ର ବାଇବଲ20 କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ। ସେ ସମସ୍ତେ ଶୁଚି ହୋଇଥିଲେ। ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ ଆପଣା ଯାଜକ ଭାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାରପର୍ବରେ ମେଷ ବଳି ବଧ କଲେ। Gade chapit la |