ଏଜ୍ରା 6:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ଵର, ପରମେଶ୍ଵରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ। Gade chapit laଓଡିଆ ବାଇବେଲ22 ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ। Gade chapit laପବିତ୍ର ବାଇବଲ22 ଏବଂ ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ। କାରଣ ସଦାପ୍ରଭୁ ସେମାନଙ୍କୁ ଅନନ୍ଦିତ କରିଥିଲେ ଓ ପରମେଶ୍ୱରଙ୍କ ମନ୍ଦିର କାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇ ଥିଲେ। Gade chapit la |