Biblia Todo Logo
Bib sou entènèt

- Piblisite -




ଏଜ୍ରା 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଷ୍ଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;

Gade chapit la Kopi

ଓଡିଆ ବାଇବେଲ

4 ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଷ୍ଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;

Gade chapit la Kopi

ପବିତ୍ର ବାଇବଲ

4 ତହିଁରେ ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥା ଯାଉ। ଆଉ ରାଜଗୃହରୁ ତାର ବ୍ୟୟଭାର ଭରଣ କରାଯାଉ।

Gade chapit la Kopi




ଏଜ୍ରା 6:4
10 Referans Kwoze  

ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।


ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜାଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ।


କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହାଯ୍ୟ କଲା।


ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।


ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।


ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।


ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।


Swiv nou:

Piblisite


Piblisite