ଏଜ୍ରା 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ଆହୁରି, ପରମେଶ୍ଵରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୁଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ଵ ସ୍ଵ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ଵରଙ୍କ ଗୃହରେ ତାହାସବୁ ରଖ। Gade chapit laଓଡିଆ ବାଇବେଲ5 ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।” Gade chapit laପବିତ୍ର ବାଇବଲ5 ପରମେଶ୍ୱରଙ୍କ ମନ୍ଦିରର ଯେଉଁସବୁ ସୁନା ଓ ରୂପାପାତ୍ର ନବୂଖଦ୍ନିତ୍ସର ଯିରୁଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହା ସବୁ ଫେରାଇ ଦିଆଯାଉ। ଏବଂ ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୁଶାଲମସ୍ଥ ମନ୍ଦିରର ନିଜ ନିଜ ସ୍ଥାନକୁ ଅଣାଯାଉ। ଆଉ ତୁମ୍ଭେ ପରମେଶ୍ୱରଙ୍କ ମନ୍ଦିରରେ ତାହା ସବୁ ରଖ। Gade chapit la |
ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।