Biblia Todo Logo
Bib sou entènèt

- Piblisite -




ଏଜ୍ରା 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 “ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ;

Gade chapit la Kopi

ଓଡିଆ ବାଇବେଲ

6 “ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ;

Gade chapit la Kopi

ପବିତ୍ର ବାଇବଲ

6 ଏଣୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଏବଂ ଶଥର ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସାଥୀ ଅଧିକାରୀଗଣ ନଦୀ ସେପାରିସ୍ଥ ତା'ଠାରୁ ଦୂରରେ ରୁହ।

Gade chapit la Kopi




ଏଜ୍ରା 6:6
14 Referans Kwoze  

ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି;


ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।


ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।


ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ରହୂମ୍‍ ମନ୍ତ୍ରୀ ଓ ଶିମ୍‍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,


ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱ ସ୍ଥାନରେ ନିର୍ମାଣ କରନ୍ତୁ।


ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ।


Swiv nou:

Piblisite


Piblisite