Biblia Todo Logo
Bib sou entènèt

- Piblisite -




ଏଜ୍ରା 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;

Gade chapit la Kopi

ପବିତ୍ର ବାଇବଲ

9 ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୁଶାଲମସ୍ଥ ଯାଜକମାନଙ୍କ ବାକ୍ୟ ଅନୁଯାୟୀ ଯୁବାବୃଷ, ମେଷ, ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହାସବୁ ସେମାନଙ୍କ ପ୍ରୟୋଜନ, ତାହା ସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ।

Gade chapit la Kopi




ଏଜ୍ରା 6:9
13 Referans Kwoze  

ଆଉ ଯଦି ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,


ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ।


ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।


ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।


ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।


ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।


Swiv nou:

Piblisite


Piblisite