ଏଜ୍ରା 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲା। Gade chapit laଓଡିଆ ବାଇବେଲ10 ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ। Gade chapit laପବିତ୍ର ବାଇବଲ10 ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାରୁ ପୁଣି ଇସ୍ରାଏଲ ମଧ୍ୟରେ ବ୍ୟବସ୍ଥା ଓ ଆଜ୍ଞା ଶିକ୍ଷା ଦେବାକୁ ଆପଣାକୁ ବିନିଯୋଗ କରିଥିଲେ। Gade chapit la |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”