ଏଜ୍ରା 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା, Gade chapit laପବିତ୍ର ବାଇବଲ (Re-edited) - (BSI)11 ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ଅନୁଲିପି ଏହି, ଯଥା, Gade chapit laଓଡିଆ ବାଇବେଲ11 ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା, Gade chapit laପବିତ୍ର ବାଇବଲ11 ରାଜା ଅର୍ତ୍ତକ୍ଷସ୍ତ ଏଜ୍ରା ଯାଜକକୁ ଏକ ପତ୍ର ଦେଇଥିଲେ। ଇସ୍ରାଏଲ ସମ୍ବନ୍ଧରେ ଏଜ୍ରା ସଦାପ୍ରଭୁଙ୍କର ଆଜ୍ଞାର ଲେଖକ ଓ ଶିକ୍ଷକ ଥିଲେ। ଏହା ହେଉଛି ସେହି ଚିଠିର ଅନୁଲିପି ଯାହା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ଦେଇଥିଲେ। Gade chapit la |