ଏଜ୍ରା 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ୱେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ଵେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ। Gade chapit laଓଡିଆ ବାଇବେଲ13 ମୁଁ ଆଜ୍ଞା କରୁଅଛି ଯେ, ମୋ’ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ଵେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ। Gade chapit laପବିତ୍ର ବାଇବଲ13 ମୁଁ ଆଜ୍ଞା କରୁଅଛି, ଯେ ମୋ’ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୁଶାଲମକୁ ସ୍ୱଇଚ୍ଛାରେ ଯିବାକୁ ମନ କରନ୍ତି। ସେମାନେ ତୁମ୍ଭ ଏଜ୍ରାଙ୍କ ସଙ୍ଗେ ଯା’ନ୍ତୁ। Gade chapit la |