ଏଜ୍ରା 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ଯତ୍ନପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ଵାରା ଯନିପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ। Gade chapit laଓଡିଆ ବାଇବେଲ17 ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ଯତ୍ନପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ17 ଏଣୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ବୃଷ, ଅଣ୍ତିରା ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଶସ୍ୟ ଓ ପେୟନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ। Gade chapit la |