ଏଜ୍ରା 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ଇଚ୍ଛା ପ୍ରମାଣେ କରିବ। Gade chapit laଓଡିଆ ବାଇବେଲ18 ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ। Gade chapit laପବିତ୍ର ବାଇବଲ18 ଆଉ ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ। Gade chapit la |