Biblia Todo Logo
Bib sou entènèt

- Piblisite -




ଏଜ୍ରା 7:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରୟୋଜନୀୟ ଆଉ ଯାହା କିଛି ତୁମ୍ଭକୁ ଦେବାକୁ ପଡ଼ିବ, ତାହା ରାଜାଙ୍କ ଭଣ୍ଡାର ଗୃହରୁ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ତୁମ୍ଭ ପରମେଶ୍ଵରଙ୍କ ଗୃହ ନିମନ୍ତେ ପ୍ରୟୋଜନୀୟ ଆଉ ଯାହା କିଛି ତୁମ୍ଭକୁ ଦେବାକୁ ପଡ଼ିବ, ତାହା ରାଜାଙ୍କ ଭଣ୍ତାରଗୃହରୁ ଦିଅ।

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରୟୋଜନୀୟ ଆଉ ଯାହା କିଛି ତୁମ୍ଭକୁ ଦେବାକୁ ପଡ଼ିବ, ତାହା ରାଜାଙ୍କ ଭଣ୍ଡାର ଗୃହରୁ ଦିଅ।

Gade chapit la Kopi

ପବିତ୍ର ବାଇବଲ

20 ପୁଣି ତୁମ୍ଭ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ପ୍ରୟୋଜନୀୟ ଯାହା ଯାହା ନେବାକୁ ପଡ଼ିବ ତାହା ରାଜାଙ୍କ ଭଣ୍ତାର ଗୃହରୁ ନିଅ।

Gade chapit la Kopi




ଏଜ୍ରା 7:20
4 Referans Kwoze  

ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;


ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହର ସେବାର୍ଥକ ଯେସକଳ ପାତ୍ର ତୁମ୍ଭକୁ ଦିଆଯାଉଅଛି, ତାହାସବୁ ତୁମ୍ଭେ ଯିରୂଶାଲମର ପରମେଶ୍ୱରଙ୍କ ସମ୍ମୁଖରେ ସମର୍ପଣ କର।


କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।


Swiv nou:

Piblisite


Piblisite