ଏଜ୍ରା 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ? Gade chapit laପବିତ୍ର ବାଇବଲ (Re-edited) - (BSI)23 ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଦ୍ଵାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ? Gade chapit laଓଡିଆ ବାଇବେଲ23 ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ ? Gade chapit laପବିତ୍ର ବାଇବଲ23 ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଉଛି, ତାହା ସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଠିକ୍ ରୂପେ କରାଯାଉ, କାରଣ ରାଜା ଓ ତାହାଙ୍କ ପୁତ୍ରଗଣର ରାଜ୍ୟବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ। Gade chapit la |