ଏଜ୍ରା 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)24 ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ଵାରପାଳମାନଙ୍କର, ନଥୀନୀୟ-ମାନଙ୍କର ଓ ପରମେଶ୍ଵରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ଵ ବା ମାଶୁଲ ବସାଇବା ବ୍ୟବସ୍ଥାବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ। Gade chapit laଓଡିଆ ବାଇବେଲ24 ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ। Gade chapit laପବିତ୍ର ବାଇବଲ24 ଆହୁରି ଯାଜକମାନଙ୍କର, ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ମନ୍ଦିରର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାସୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭକୁ ଜଣାଉ ଅଛୁ। Gade chapit la |