ଏଜ୍ରା 7:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍ର ସନ୍ତାନ, ପୀନହସ୍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର। Gade chapit laପବିତ୍ର ବାଇବଲ (Re-edited) - (BSI)5 ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍ର ସନ୍ତାନ, ପୀନହସ୍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର; Gade chapit laଓଡିଆ ବାଇବେଲ5 ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍ର ସନ୍ତାନ, ପୀନହସ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର। Gade chapit laପବିତ୍ର ବାଇବଲ5 ବୁକ୍କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହସ୍ର ପୁତ୍ର ଥିଲା। ପୀନହସ୍ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ। Gade chapit la |
ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।