Biblia Todo Logo
Bib sou entènèt

- Piblisite -




ଏଜ୍ରା 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲେବୀୟମାନଙ୍କର କେତେକ ଲୋକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଯିରୂଶାଲମକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ-ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲେବୀୟମାନଙ୍କର କେତେକ ଜଣ, ପୁଣି ଗାୟକମାନେ ଓ ଦ୍ଵାରପାଳମାନେ ଓ ନଥୀନୀୟମାନେ ଯିରୂଶାଲମକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

7 ଆଉ, ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲେବୀୟମାନଙ୍କର କେତେକ ଲୋକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଯିରୂଶାଲମକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

7 ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲେବୀୟମାନଙ୍କର କେତେକ ଜଣ ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଯିରୁଶାଲମକୁ ଗଲେ।

Gade chapit la Kopi




ଏଜ୍ରା 7:7
14 Referans Kwoze  

ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;


ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏତମ ବର୍ଷରେ ନୀସନ୍‍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ କେବେ ଦୁଃଖିତ ହୋଇ ନ ଥିଲି।


ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।


ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।


ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍‍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲେ।


ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;


ହଖଲୀୟର ପୁତ୍ର ନିହିମୀୟାଙ୍କର ବାକ୍ୟ। କୋଡ଼ିଏତମ ବର୍ଷର କିଶ୍ଲେବ୍‍ ମାସରେ ମୁଁ ଶୂଶନ୍‍ ରାଜଧାନୀରେ ଥିଲି।


Swiv nou:

Piblisite


Piblisite