ଏଜ୍ରା 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲା। Gade chapit laଓଡିଆ ବାଇବେଲ8 ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲେ। Gade chapit laପବିତ୍ର ବାଇବଲ8 ଆଉ ଏଜ୍ରା ପଞ୍ଚମ ମାସରେ ଅର୍ଥାତ୍ ରାଜାର ସେଇ ସପ୍ତମ ବର୍ଷରେ ଯିରୁଶାଲମରେ ଉପସ୍ଥିତ ହେଲେ। Gade chapit la |
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।