ଏଜ୍ରା 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲା, ପୁଣି ତାହା ପ୍ରତି ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲା। Gade chapit laଓଡିଆ ବାଇବେଲ9 କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ। Gade chapit laପବିତ୍ର ବାଇବଲ9 କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୁଶାଲମରେ ଉପସ୍ଥିତ ହେଲେ। Gade chapit la |
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।