Biblia Todo Logo
Bib sou entènèt

- Piblisite -




ଏଜ୍ରା 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍‍, ଯିୟୀୟେଲ୍‍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୂୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।

Gade chapit la Kopi

ଓଡିଆ ବାଇବେଲ

13 ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍‍, ଯିୟୀୟେଲ୍‍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।

Gade chapit la Kopi

ପବିତ୍ର ବାଇବଲ

13 ଅଦୋନୀକାମର ବଂଶଧରମାନଙ୍କ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଇଲିଫେଲଟ୍, ଯିୟୂୟେଲ, ଶମୟିମ ଓ ସେମାନଙ୍କ ସଙ୍ଗେ 60 ପୁରୁଷ।

Gade chapit la Kopi




ଏଜ୍ରା 8:13
4 Referans Kwoze  

ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ।


ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ।


ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍‍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ।


ଆଉ, ବିଗ୍‍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସକ୍କୁର ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ।


Swiv nou:

Piblisite


Piblisite