Biblia Todo Logo
Bib sou entènèt

- Piblisite -




ଏଜ୍ରା 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ବିଗ୍‍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସକ୍କୁର ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ବିଗ୍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସବୂଦ୍ ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ।

Gade chapit la Kopi

ଓଡିଆ ବାଇବେଲ

14 ଆଉ, ବିଗ୍‍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସକ୍କୁର ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ।

Gade chapit la Kopi

ପବିତ୍ର ବାଇବଲ

14 ଆଉ ବି‌ଗ୍‌ବୟ ବଂଶଧରମାନଙ୍କ ମଧ୍ୟରୁ ଊଥୟ ଓ ସବୂଦ୍ ଓ ସେମାନଙ୍କ ସଙ୍ଗେ 70 ପୁରୁଷ।

Gade chapit la Kopi




ଏଜ୍ରା 8:14
5 Referans Kwoze  

ସକ୍କୁର, ଶେରେବୀୟ, ଶବନୀୟ;


ବିଗ୍‍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ।


ବିଗ୍‍ବୟର ସନ୍ତାନ ଦୁଇ ହଜାର ଛପନ ଜଣ।


ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍‍, ଯିୟୀୟେଲ୍‍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।


ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।


Swiv nou:

Piblisite


Piblisite