ଏଜ୍ରା 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ; Gade chapit laପବିତ୍ର ବାଇବଲ (Re-edited) - (BSI)18 ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ; Gade chapit laଓଡିଆ ବାଇବେଲ18 ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ; Gade chapit laପବିତ୍ର ବାଇବଲ18 ତେଣୁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପରମେଶ୍ୱର ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ବଂଶଧରମାନଙ୍କ ମଧ୍ୟରୁ ଜଣେ ପ୍ରବେଶ ଲୋକକୁ ଏବଂ ଶେରେବିୟ ଓ ତାହାର ପୁତ୍ର ଓ ଭାତୃଗଣ ସମେତ 18 ଜଣଙ୍କୁ ପଠାଇଲି। Gade chapit la |
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।