ଏଜ୍ରା 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ। Gade chapit laଓଡିଆ ବାଇବେଲ23 ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ। Gade chapit laପବିତ୍ର ବାଇବଲ23 ଏଣୁ ଆମ୍ଭେମାନେ ଉପବାସ କଲୁ ଏବଂ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ ଏବଂ ସେ ଆମ୍ଭମାନଙ୍କ ପ୍ରାର୍ଥନାର ଉତ୍ତର ଦେଲେ। Gade chapit la |