Biblia Todo Logo
Bib sou entènèt

- Piblisite -




ଏଜ୍ରା 8:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗରଣଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ-ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର।

Gade chapit la Kopi

ଓଡିଆ ବାଇବେଲ

29 ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର।”

Gade chapit la Kopi

ପବିତ୍ର ବାଇବଲ

29 ସଦାପ୍ରଭୁ ଯିରୁଶାଲମସ୍ଥ ମନ୍ଦିର କୋଠରୀରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପରିବାରର ନେତାମାନଙ୍କର ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁର ସୁରକ୍ଷା କର।”

Gade chapit la Kopi




ଏଜ୍ରା 8:29
5 Referans Kwoze  

କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।


ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।


Swiv nou:

Piblisite


Piblisite