ଏଜ୍ରା 8:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ। Gade chapit laଓଡିଆ ବାଇବେଲ30 ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ। Gade chapit laପବିତ୍ର ବାଇବଲ30 ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ଯିରୁଶାଲମସ୍ଥ ପରମେଶ୍ୱରଙ୍କ ମନ୍ଦିରକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନାପାତ୍ର ଗ୍ରହଣ କଲେ। Gade chapit la |
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।