ଏଜ୍ରା 8:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)31 ଅନନ୍ତର ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ଵାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ଵରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ। Gade chapit laଓଡିଆ ବାଇବେଲ31 ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ। Gade chapit laପବିତ୍ର ବାଇବଲ31 ଏହା ପରେ ଆମ୍ଭେମାନେ ଯିରୁଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟକୁ ପ୍ରସ୍ଥାନ କଲୁ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା। ଆଉ ପଥ ମଧ୍ୟରେ ଶତ୍ରୁ ଓ ଓଗାଳି ବସିବା ଲୋକମାନଙ୍କ ହସ୍ତରୁ ସେ ଆମ୍ଭକୁ ଉଦ୍ଧାର କଲେ। Gade chapit la |