ଏଜ୍ରା 8:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ; Gade chapit laପବିତ୍ର ବାଇବଲ (Re-edited) - (BSI)33 ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ; Gade chapit laଓଡିଆ ବାଇବେଲ33 ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନ୍ହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ; Gade chapit laପବିତ୍ର ବାଇବଲ33 ଏହା ପରେ ଚତୁର୍ଥ ଦିନ ସେହି ରୂପା ଓ ସୁନାପାତ୍ର ସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରରେ ତୌଲାଯାଇ ଊରିୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା। ତାହା ସଙ୍ଗେ ପୀନହସ୍ର ପୁତ୍ର ଏଲିୟାସର ଥିଲା। ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୂୟିର ପୁତ୍ର ନୋୟଦିୟ ଏହି ଲେବୀୟମାନେ ଥିଲେ। Gade chapit la |