Biblia Todo Logo
Bib sou entènèt

- Piblisite -




ଏଜ୍ରା 8:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ନିର୍ବାସନରୁ ଆଗତ ବନ୍ଦୀତ୍ଵର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।

Gade chapit la Kopi

ଓଡିଆ ବାଇବେଲ

35 ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।

Gade chapit la Kopi

ପବିତ୍ର ବାଇବଲ

35 ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ 12 ବୃଷ, 96 ଅଣ୍ତିରା ମେଷ, 77 ମେଷଶାବକ, ପାପାର୍ଥକ ବଳି ନିମନ୍ତେ 12 ଛାଗ ଉତ୍ସର୍ଗ କଲେ। ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଥିଲା।

Gade chapit la Kopi




ଏଜ୍ରା 8:35
9 Referans Kwoze  

ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।


ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।


ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;


ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ଓଜନ ଲେଖାଗଲା।


Swiv nou:

Piblisite


Piblisite