ଏଜ୍ରା 8:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏଥିଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞା ପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)36 ଏଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ। Gade chapit laଓଡିଆ ବାଇବେଲ36 ଏଥିଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞା ପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ। Gade chapit laପବିତ୍ର ବାଇବଲ36 ଏହା ପରେ ସେମାନେ ନଦୀ ସେପାରିସ୍ଥ ରାଜ ପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ। ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହ କାର୍ଯ୍ୟରେ ସାହାଯ୍ୟ କଲେ। Gade chapit la |
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।