Biblia Todo Logo
Bib sou entènèt

- Piblisite -




ଏଜ୍ରା 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଶଖନୀୟର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର; ତାହା ସଙ୍ଗେ ତିନି ଶହ ପୁରୁଷ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯାଟୁର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର ଶଖନୀୟ; ତାହା ସଙ୍ଗେ ତିନି ଶହ ପୁରୁଷ।

Gade chapit la Kopi

ଓଡିଆ ବାଇବେଲ

5 ଶଖନୀୟର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର; ତାହା ସଙ୍ଗେ ତିନି ଶହ ପୁରୁଷ।

Gade chapit la Kopi

ପବିତ୍ର ବାଇବଲ

5 ଏବଂ ଜାତୁଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଯହସୀୟେଲର ପୁତ୍ର ଶଖନିୟ ଏବଂ ତାହା ସଙ୍ଗେ 300 ପୁରୁଷ।

Gade chapit la Kopi




ଏଜ୍ରା 8:5
3 Referans Kwoze  

ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।


ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।


ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍‍ ଓ ତାହା ସଙ୍ଗେ ପଚାଶ ପୁରୁଷ।


Swiv nou:

Piblisite


Piblisite