ଏଜ୍ରା 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, ଇସ୍ରାଏଲ-ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟ- ମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି। Gade chapit laଓଡିଆ ବାଇବେଲ1 ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି। Gade chapit laପବିତ୍ର ବାଇବଲ1 ଏହିସବୁ କର୍ମ ସମାପ୍ତ ହେଲା ପରେ, ଇସ୍ରାଏଲୀୟ ମୁଖ୍ୟମାନେ ଆମ୍ଭ ନିକଟକୁ ଆସିଲେ ଓ ସେମାନେ କହିଲେ, “ଏଜ୍ରା, ଇସ୍ରାଏଲର ଲୋକମାନେ, ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର ଅର୍ଥାତ୍ କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମ ଅନୁସାରେ କରୁଅଛନ୍ତି। Gade chapit la |