ଏଜ୍ରା 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା? Gade chapit laପବିତ୍ର ବାଇବଲ (Re-edited) - (BSI)10 ଏବେ ହେ ଆମ୍ଭମାନଙ୍କ ପରମେଶ୍ଵର, ଏଥି ଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା? Gade chapit laଓଡିଆ ବାଇବେଲ10 ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା ? Gade chapit laପବିତ୍ର ବାଇବଲ10 “ଏବେ ହେ ଆମ୍ଭର ପରମେଶ୍ୱର, ଏହା ପରେ ଆମ୍ଭମାନଙ୍କର କ’ଣ କରିବା ଉଚିତ୍? ଆମ୍ଭେ ତୁମ୍ଭର ଆଜ୍ଞାକୁ ଉପେକ୍ଷା କରିଛୁ! Gade chapit la |
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।