ଏଜ୍ରା 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଆଜ୍ଞା କରି କହିଥିଲ, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କ ଅଶୌଚ ଦ୍ଵାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୌଚରେ ପରିପୂର୍ଣ୍ଣ କରିଅଛି। Gade chapit laଓଡିଆ ବାଇବେଲ11 ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି। Gade chapit laପବିତ୍ର ବାଇବଲ11 ହେ ପରମେଶ୍ୱର, ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞାକରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ। ତାହା ଅନ୍ୟ ଦେଶ ଗୋଷ୍ଠୀୟମାନଙ୍କ ଅଶୌଚ ଦ୍ୱାରା ଅଶୁଚି ଦେଶ ହୋଇଅଛି। ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ପାପରେ ପରିପୂର୍ଣ୍ଣ କରିଅଛି। Gade chapit la |