ଏଜ୍ରା 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ; ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ। Gade chapit laଓଡିଆ ବାଇବେଲ12 ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ। Gade chapit laପବିତ୍ର ବାଇବଲ12 ଏଣୁ ହେ ଇସ୍ରାଏଲର ଲୋକମାନେ ତୁମ୍ଭର ସନ୍ତାନମାନଙ୍କୁ ସେମାନଙ୍କର ସନ୍ତାନମାନଙ୍କ ସହିତ ବିବାହ ଦିଅ ନାହିଁ। କିମ୍ବା ସେମାନଙ୍କ ଶାନ୍ତି ଓ ସୌଭାଗ୍ୟ ପାଇଁ କଦାପି ଚେଷ୍ଟା କର ନାହିଁ। ତହିଁରେ ତୁମ୍ଭେମାନେ ବଳବାନ ହେବ। ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସବୁଦିନ ପାଇଁ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ। ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞା ପରିତ୍ୟାଗ କରିଅଛୁ।’ Gade chapit la |